ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଟ୍ରେନ ଆଗକୁ ଡେଇଁ ଯୁବକ-ଯୁବତୀଙ୍କ ଆତ୍ମହତ୍ୟା

ପୁରୀ, ୭।୯ ପୁରୀ ରେଳଷ୍ଟେସନ ପ୍ଲାଟଫର୍ମ ନିକଟରେ ଟ୍ରେନ ଆଗକୁ ଡେଇଁ ଯୁବକ ଯୁବତୀଙ୍କ ଆତ୍ମହତ୍ୟା କରିଛନ୍ତି। ତାଳବଣିଆ ଲେବୁଲ କ୍ରସିଂ ଠାରୁ ୨୦୦ ମିଟର ଦୂର ରେଳ ଧାରଣାରେ ପଡ଼ିଛି ମୃତଦେହ। ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ଆଧର କାର୍ଡ, ଭୋଟର ପରିଚୟ ପତ୍ର, ଡ୍ରାଇଭିଙ୍ଗ  ଲାଇସେନ୍ସ ପୋଲିସ ଜବତ କରିଛି। 

ଆହୁରି ପଢନ୍ତୁ : ହାଇଦ୍ରାବାଦରେ ସେଣ୍ଟ୍ରିଂ ଭୁଶୁଡି ୩ ଓଡିଆ ଶ୍ରମିକ ମୃତ

Copyright © 2022 - Summa Real Media Private Limited. All Rights Reserved.