ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ବାଲେଶ୍ବରରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ, ଯୁବକ ଗୁରୁତର

ବାଲେଶ୍ବର, ୧୧।୯   ବାଲେଶ୍ବର ଶୋଭାରାମପୁରରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ବାଲେଶ୍ବର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି।   ଯୁବକ ଜଣକ ହେଲେ ଶୋଭାରାମପୁରର ବିନୋଦ କୁମାର ବିହାରୀ। ବିନୋଦଙ୍କ ହାତରେ ଗୁଳି ମାଡ ହୋଇଛି। ଗୁଳିମାଡ଼ କରିବା ପରେ ଦୁର୍ବୃତ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଛ।  ତେବେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

ଆହୁରି ପଢନ୍ତୁ : କୋଣାର୍କରେ ହସ୍ତଶିଳ୍ପ ବ୍ୟବସାୟୀ ଗୋଷ୍ଠୀ ମୁହାଁମୁହିଁ, ପୁଲିସ ଫୋର୍ସ ମୁତୟନ

 

Copyright © 2022 - Summa Real Media Private Limited. All Rights Reserved.