ପ୍ରମୂଖ ଖବର
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ବାଲେଶ୍ବରରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ, ଯୁବକ ଗୁରୁତର

ବାଲେଶ୍ବର, ୧୧।୯   ବାଲେଶ୍ବର ଶୋଭାରାମପୁରରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ବାଲେଶ୍ବର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି।   ଯୁବକ ଜଣକ ହେଲେ ଶୋଭାରାମପୁରର ବିନୋଦ କୁମାର ବିହାରୀ। ବିନୋଦଙ୍କ ହାତରେ ଗୁଳି ମାଡ ହୋଇଛି। ଗୁଳିମାଡ଼ କରିବା ପରେ ଦୁର୍ବୃତ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଛ।  ତେବେ ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

ଆହୁରି ପଢନ୍ତୁ : କୋଣାର୍କରେ ହସ୍ତଶିଳ୍ପ ବ୍ୟବସାୟୀ ଗୋଷ୍ଠୀ ମୁହାଁମୁହିଁ, ପୁଲିସ ଫୋର୍ସ ମୁତୟନ

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.