PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

କମେଣ୍ଟମରାକୁ ନେଇ ହଣାହଣି, ଜଣେ ଗୁରୁତର

ଭୁବନେଶ୍ବର, ୪।୧୨ ଇନଫୋଭ୍ୟାଲି ଥାନାଞ୍ଚଳ ମଦନପୁର ଗ୍ରାମରେ କମେଣ୍ଟ ମରାକୁ ନେଇ ଉଚ୍ଚବାଚ ପରେ ଏହା ଉଗ୍ର ରୂପ ନେଇଛି। ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣକ ହେଲେ ଜଣକ ଯିଶୁକ୍ରୀଷ୍ଣ ବଳିଆରସିଂଙ୍କ ପୁଅ ରିପନ ବଳିଆରସିଂ ।ଗୁରୁତର ଯୁବକଙ୍କୁ  ଏମ୍ସ୍ ମେଡିକାଲରେ ଭର୍ତ୍ତି କରାଯାଇଛି।  ଆତଙ୍କ ସୃଷ୍ଟି କରୁଥିବା ଯୁବକ ଜଣକ ​‌ ନିଜକୁ   ପୂର୍ବତନ ବିଧାୟକଙ୍କ ଭଣଜା ବୋଲି କହି ଫେରାର ହୋଇଛନ୍ତି। ଆକ୍ରମଣ କରିଥିବା  ଯୁବକ ଜଣକ ନବ ମାନସିଂହଙ୍କ ପୁଅ ପୁତୁଲ ମାନସିଂହ। ପୋଲିସ ନିକଟରେ ଲିଖିତ ଅଭିଯୋଗ ହୋଇନଥିଲେ ବି ପୋଲିସ ଘଟଣା ଉପରେ ନଜର ରଖିଛି।