ପ୍ରମୁଖ ଖବର
  • ପଞ୍ଚ ମହଲା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ୩ ମୃତ
  • ||
  • ଶାହଙ୍କ ପରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ରବିବାର ଆମ୍ବପୁଆରେ ବିଶାଳ ସଭାକୁ ସମ୍ବୋଧିତ କରିବେ
  • ||
  • IPL ୨୦୨୪: ଆଜି ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ ଫାଇଟ୍, କୁଲଦୀପ-ରୋହିତ ଲଢ଼େଇ
  • ||
  • ଆହୁରି ଭୀଷଣ ହେବ ସୂର୍ଯ୍ୟଙ୍କ ପ୍ରକୋପ: ରାଜ୍ୟରେ ୩୦ ଯାଏ ରେଡ୍‌ ୱାର୍ଣ୍ଣିଂ, ଉପକୂଳ ଓ ପଶ୍ଚିମରେ ଅସମ୍ଭାଳ ତାତି
  • ||

ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ

ସମ୍ବଲପୁର,୯।୩ ସମ୍ବଲପୁର ସହରର ଫାଟକ ନିକଟରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଯୁବକଙ୍କ ପରିଚୟ ମିଳି ନାହିଁ। ଯୁବକ ଜଣକ ଏକ ହାଫ୍ ପ୍ୟାଣ୍ଟ ଏବଂ ଟିସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି। ଜିଆରପି ପୁଲିସ ପହଞ୍ଚି ମୃତଦେହ ଜବତ କରିଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା ଦୁର୍ଘଟଣାରେ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.