ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଜୁନ୍‌ ୨୬ରେ ମହାସଂଯୋଗ; ଚମକିବ ଏହି ୫ ରାଶିଙ୍କ ଭାଗ୍ୟ...

Published By : Harapriya Sethi | June 15, 2025 6:50 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଖୁବ୍‌ ଶୀଘ୍ର ମିଥୁନ ରାଶିରେ ଚର୍ତୁଗ୍ରହୀ ଯୋଗ ହେବାକୁ ଯାଉଛି । ୨୬ ଜୁନ୍‌ ୨୦୨୫ରେ ସୂର୍ଯ୍ୟ, ବୁଧ, ଗୁରୁ ଓ ଚନ୍ଦ୍ରମା ଏକାଠି ହୋଇ ଚର୍ତୁଗ୍ରହୀ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହାକୁ ଅତ୍ୟନ୍ତ ଶୁଭ ସଂଯୋଗ ବୋଲି କୁହାଯାଏ । ଜାଣନ୍ତୁ ଏହି ଯୋଗ ଫଳରେ କେଉଁ କେଉଁ ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

ବୃଷ- ଏହି ଯୋଗ ଆପଣଙ୍କ ପାଇଁ ସୌଭାଗ୍ୟ ଆଣିବ । ଲୋକପ୍ରିୟତା ବୃଦ୍ଧି ହେବ । ପୈତୃକ ସମ୍ପତ୍ତି ଓ ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଆର୍ଥିକ ଉନ୍ନତି ହେବ । ପରିବାରରେ ହସଖୁସି ଓ ଶାନ୍ତିର ବାତାବରଣ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।

ମିଥୁନ- ଜୀବନରେ ହଠାତ୍‌ ବଡ ପରିବର୍ତ୍ତନ ହେବ । କର୍ମକ୍ଷେତ୍ର, ବ୍ୟବସାୟରେ ବଡ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ସୁଖସମୃଦ୍ଧି ବୃଦ୍ଧି ହେବ । ଶୁଭ  ଖବର ମିଳିବ । ବିଭିନ୍ନ କ୍ଷେତ୍ରରେ ଲାଭ ମିଳିବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ ।

ସିଂହ- ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଦୀର୍ଘଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ । ଆୟରେ ବୃଦ୍ଧି ହେବ । ଶିକ୍ଷା, ପ୍ରେମ, ଦାମ୍ପତ୍ୟ ଜୀବନ ସୁଖମୟ ହେବ । ହଠାତ୍‌ ଧନ ବୃଦ୍ଧି ହେବ । ପରିବାରରେ ହସଖୁସିର ବାତାବରଣ ରହିବ । ସହକର୍ମୀଙ୍କ ସହଯୋଗ ମିଳିବ ।

ତୁଳା- ଅନେକ କ୍ଷେତ୍ରରେ ଉନ୍ନତି ହେବ । ପରିଶ୍ରମର ଫଳ ମିଳିବ । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ । ଧାର୍ମିକ ଯାତ୍ରାର ଯୋଗ ରହିଛି । କର୍ମକ୍ଷେତ୍ରରେ ବଡ ଲାଭ ମିଳିବ । ସଠିକ୍‌ ନିଷ୍ପତ୍ତି ନେବେ । ଚିନ୍ତା ଦୂର ହେବ ।

କୁମ୍ଭ- ନୂଆ ଉପଲବ୍ଧି ହାସଲ କରିବେ । ଅନେକ ଯୋଜନାରେ ସଫଳତା ମିଳିବ । ଉଚ୍ଚ ପଦ ମିଳିବ । ଜୀବନରେ ନୂଆ ଖୁସି ଆସିବ । ସନ୍ତାନ ପକ୍ଷରୁ ଖୁସି ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.