ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

Published By : Gurupada Nath | April 4, 2025 6:00 PM

ବାଲିପାଟଣା, ୪/୪ : ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ବାଲିଅନ୍ତା ବ୍ଳକ୍ କନିଷ୍ଠ ଯନ୍ତ୍ରୀ ସଂଘମିତ୍ର ପଟ୍ଟନାୟକ ମଧ୍ୟସ୍ଥି ଜରିଆରେ ୧୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଛି ଭିଜିଲାନ୍ସ । ୨୦୨୩ମସିହାର ଏକ ବିଲ୍‌ ପାସ୍ କରିବାକୁ ଯଶୁଆପୁରର ରଶ୍ମୀ ରଞ୍ଜନ ମହାପାତ୍ରଙ୍କୁ ସଂପୃକ୍ତ କନିଷ୍ଠ ଯନ୍ତ୍ରୀ ୧୦ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଏଥିରେ ଜଣେ ବ୍ୟକ୍ତି ମଧ୍ୟସ୍ଥତା କରିଥିଲେ ।  

ଏ ନେଇ ରଶ୍ମୀ ରଞ୍ଜନ ଭିଜିଲାନ୍ସରେ ଅଭିଯୋଗ କରିବା ପରେ ଯୋଜନା ମୁତାବକ ମଧ୍ୟସ୍ଥି ଜରିଆରେ ୧୦ହଜାର ଟଙ୍କା ଦିଆଯାଇଥିଲା । ପରେ ଭିଜିଲାନ୍ସ ଅଫିସର କନିଷ୍ଠ ଯନ୍ତ୍ରୀଙ୍କୁ ନିଜ ହେଫାଜତକୁ ନେଇଥଲେ । ଏହାସହ ସଂପୃକ୍ତ ମଧ୍ୟସ୍ଥିକୁ ମଧ୍ୟ ହେଫାଜତକୁ ନେଇଛି ଭିଜିଲାନ୍ସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.