ପ୍ରମୂଖ ଖବର
  • Shangri-la-dialogue: CDS କହିଦେଲେ ଆତଙ୍କୀଙ୍କ ରେଡ଼ ଲାଇନ୍, ଜାଣନ୍ତୁ କଣ କହିଲେ ପାକିସ୍ତାନ ଜେନେରାଲ
  • ||
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

୫୦୦ ବର୍ଷ ପରେ ମହାସଂଯୋଗ: ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ...

Published By : Harapriya Sethi | June 1, 2025 6:48 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରିଥାନ୍ତି । ସମୟ ଅନୁସାରେ ଓଲଟା ଓ ସିଧା ଚଳନ କରିଥାନ୍ତି । ଏହାର ପ୍ରଭାବ ସମସ୍ତ ୧୨ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ପ୍ରାୟ ୫୦୦ ବର୍ଷ ପରେ ଏକ ବିଶେଷ ମହାସଂଯୋଗ ହେବାକୁ ଯାଉଛି । ଏହା ଲୋକଙ୍କ ଭାଗ୍ୟ ବଦଳାଇଥାଏ । ଜୁଲାଇ ୧୪ରେ ଗୁରୁ ଉଦୟ ହେବେ ଓ ଶନି ୧୩ ଜୁଲାଇରେ ମୀନ ରାଶିରେ ଓଲଟା ଚଳନ କରିବେ । ଶନିଙ୍କ ଓଲଟା ଚଳନ ଓ ଗୁରୁଙ୍କ ଉଦୟ ଅବସ୍ଥା ଅନେକ ପ୍ରଭାବ ପକାଇଥାଏ । ଜାଣନ୍ତୁ କେଉଁ କେଉଁ ରାଶିଙ୍କ ଭାଗ୍ୟ ବଦଳିବ..

ଧନୁ- ଏହି ରାଶିଙ୍କ ଭୂମି, ଯାନ, ଗାଡି କିଣିବାର ଯୋଗ ରହିଛି । ବ୍ୟବସାୟରେ ଆଶା ଠାରୁ ଅଧିକ ଲାଭ ମିଳିବ । ସୁଖସମୃଦ୍ଧି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ପୁରୁଣା ନିବେଶରୁ ଲାଭବାନ୍‌ ହେବେ ।

ବୃଷ- ଛାତ୍ରଛାତ୍ରୀଙ୍କୁ ସଫଳତା ମିଳିବ । ଟଙ୍କା ନିବେଶ ପାଇଁ ଶୁଭ ସମୟ ରହିଛି । କର୍ମକ୍ଷେତ୍ରରେ ଶୁଭ ପରିବର୍ତ୍ତନ ହେବ । ଦରମା ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଜୀବନ ସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ ।

ମିଥୁନ- ଆତ୍ମବିଶ୍ୱାସ ବୃଦ୍ଧି ହେବ । ଯେଉଁମାନଙ୍କର ଚାକିରି ହୋଇ ନାହିଁ, ନୂଆ ଚାକିରିର ଯୋଗ ରହିଛି । ନୂଆ ନୂଆ ଯୋଜନା କରି ସଫଳତା ପାଇବେ । ପରିବାରଙ୍କ ସହ ଭ୍ରମଣର ଯୋଗ ରହିଛି । ଘରେ ଶୁଭ କାର୍ଯ୍ୟର ଯୋଗ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.