ପ୍ରମୂଖ ଖବର
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

୧୨ ବର୍ଷ ପରେ ଦୁର୍ଲ୍ଲଭ ଯୋଗ: ଏକାଠି ହେବେ ବୃହସ୍ପତି-ଶୁକ୍ର, ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ...

Published By : Harapriya Sethi | July 23, 2025 6:48 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୨୬ ଜୁଲାଇରେ ଧନ ଓ ବୈଭବର ପ୍ରତୀକ ଶୁକ୍ର ଓ ସୁଖ,ସମୃଦ୍ଧି ଓ ଜ୍ଞାନର ଦାତା ଗୁରୁ ବୃହସ୍ପତି ଗୋଟିଏ ରାଶିରେ ପ୍ରାୟ ୧୨ ବର୍ଷ ପରେ ଏକାଠି ହେବାକୁ ଯାଉଛନ୍ତି । ଏହି ୨ ଗ୍ରହ ଏକାଠି ହେବା ଦ୍ୱାରା ବିଶେଷ ଯୋଗ ସହ ଗଜଲକ୍ଷ୍ମୀ ରାଜଯୋଗ ସୃଷ୍ଟି ହୋଇଥାଏ । ଏହା ଅତ୍ୟନ୍ତ ଶୁଭ ଯୋଗ ସହ ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ ଜାଣନ୍ତୁ..

ବୃଷ - ଏହି ରାଶିଙ୍କୁ ଅତ୍ୟନ୍ତ ସକରାତ୍ମକ ଫଳ ମିଳିବ । ଭାଗ୍ୟରେ ଶୁଭ ପରିବର୍ତ୍ତନ ହେବ । ଅଟକି ଥିବା କାମ ପୂରଣ ହେବା ସହ ହଠାତ୍‌ ଧନ ଓ ବଡ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମରେ ସଫଳତା ସହ ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଆୟରେ ଜବରଦସ୍ତ ବୃଦ୍ଧି ହେବ । ପରିବାରରେ ହସଖୁସିର ବାତାବରଣ ରହିବ ।

ତୁଳା- ଏହି ରାଶିଙ୍କ ଭାଗ୍ୟ ବଦଳିଯିବ । ଯାତ୍ରାର ଯୋଗ ରହିଛି । ନୂଆ ଘର, ଗାଡି କିଣିବାର ଯୋଗ ରହିଛି । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ସଫଳତା ମିଳିବ । ଚାକିରିରେ ଦରମା ବୃଦ୍ଧି ସହ ପଦନ୍ନୋତିର ଯୋଗ ରହିଛି । ଖର୍ଚ୍ଚ କମ୍‌ ହେବ । ବ୍ୟବସାୟରେ ଲାଭ ସହ ଉନ୍ନତି ହେବ ।

କୁମ୍ଭ- ସନ୍ତାନ ପକ୍ଷରୁ ଶୁଭ ଖବର ମିଳିବ । ପ୍ରେମ ସମ୍ପର୍କ ମଜଭୁତ ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଅଟକି ଥିବା ଧନ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.