ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର, ୧୫।୦୪ : ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ । ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ସୋମବାର ଦିନ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ସ୍ଵାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ମିଶିଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। 


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.