ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର, ୧୫।୦୪ : ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ । ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ସୋମବାର ଦିନ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ସ୍ଵାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ମିଶିଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। 


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.