ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପଦ୍ମ ଧରିଲେ କୈଳାଶ ଚନ୍ଦ୍ର କୁଲେସିକା, ଲକ୍ଷ୍ମୀପୁରରେ ବିଜେଡି ଟିକଟ ଘୋଷଣାକୁ ନେଇ ଥିଲେ ଅସନ୍ତୁଷ୍ଟ

ଭୁବନେଶ୍ଵର, ୧୨/୦୪ : ବିଜେପିରେ ମିଶିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। କୁଲେସିକାଙ୍କ ସହ ଶତାଧିକ ସମର୍ଥକ ବିଜେପିରେ ମିଶିଛନ୍ତି। 

ଲକ୍ଷ୍ମୀପୁର ପାଇଁ ବିଜେଡି ଟିକଟ ଘୋଷଣାକୁ ନେଇ ଅସନ୍ତୁଷ୍ଟ ହୋଇ କୁଲେସିକା ବିଜେପିରେ ମିଶିଛନ୍ତି। ସେ କହିଛନ୍ତି ଯେ, ବଜେଡି ମୋ ସହ ବିଶ୍ଵାସଘାତକ କରିଛି। ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛି। ଲକ୍ଷ୍ମୀପୁରରେ ବିଜେଡି ଟିକଟ ଦେବ ବୋଲି କହିଥିଲା। ହେଲେ ସରକାର ଗଠନ ପରେ ଏସଡିସି ଦେବେ କହୁଛନ୍ତି। ପୁଣି କୋଟିଏ ଟଙ୍କାର ପ୍ରଲୋଭନ ଦେଖାଉଛନ୍ତି। ମୋତେ ଯେଉଁ ଆଘାତ ଦେଇଛନ୍ତି ଲୋକ ପ୍ରତିଶୋଧ ନେବେ।







  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.