ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ପଦ୍ମ ଧରିଲେ କୈଳାଶ ଚନ୍ଦ୍ର କୁଲେସିକା, ଲକ୍ଷ୍ମୀପୁରରେ ବିଜେଡି ଟିକଟ ଘୋଷଣାକୁ ନେଇ ଥିଲେ ଅସନ୍ତୁଷ୍ଟ

ଭୁବନେଶ୍ଵର, ୧୨/୦୪ : ବିଜେପିରେ ମିଶିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। କୁଲେସିକାଙ୍କ ସହ ଶତାଧିକ ସମର୍ଥକ ବିଜେପିରେ ମିଶିଛନ୍ତି। 

ଲକ୍ଷ୍ମୀପୁର ପାଇଁ ବିଜେଡି ଟିକଟ ଘୋଷଣାକୁ ନେଇ ଅସନ୍ତୁଷ୍ଟ ହୋଇ କୁଲେସିକା ବିଜେପିରେ ମିଶିଛନ୍ତି। ସେ କହିଛନ୍ତି ଯେ, ବଜେଡି ମୋ ସହ ବିଶ୍ଵାସଘାତକ କରିଛି। ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛି। ଲକ୍ଷ୍ମୀପୁରରେ ବିଜେଡି ଟିକଟ ଦେବ ବୋଲି କହିଥିଲା। ହେଲେ ସରକାର ଗଠନ ପରେ ଏସଡିସି ଦେବେ କହୁଛନ୍ତି। ପୁଣି କୋଟିଏ ଟଙ୍କାର ପ୍ରଲୋଭନ ଦେଖାଉଛନ୍ତି। ମୋତେ ଯେଉଁ ଆଘାତ ଦେଇଛନ୍ତି ଲୋକ ପ୍ରତିଶୋଧ ନେବେ।







  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.