ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

୨୦ ବସ୍ତା ଗଞ୍ଜେଇ ଜବତ କଲା କାଲିମେଳା ପୋଲିସ, ଆନୁମାନିକ ବଜାର ମୂଲ୍ୟ ୪୫ ଲକ୍ଷରୁ ଅଧିକ

କାଲିମେଳା, ୩୧।୩: ଗଞ୍ଜେଇ ସହ ଗାଡ଼ିକୁ ଜବତ କଲା କାଲିମେଳା ପୋଲିସ । ଧଳା ରଙ୍ଗର ଅଶୋକ ଲେୟଲାଣ୍ଡ କମ୍ପାନୀର ଗାଡ଼ି ଉପରେ ତରବୁଜ ରଖି ଏହା ଭିତରେ ଗଞ୍ଜେଇ ଲୁଚେଇ ପଡ଼ୋଶୀ ରାଜ୍ୟକୁ ଚୋରା ଚାଲାଣ ହେଉଥିଲା । କାଲିମେଳା ପୋଲିସ ବିଶ୍ଵସ୍ଥ ସୂତ୍ରରୁ ଖବର ପାଇଁ ଗତ ଗତ ଶୁକ୍ରବାର ଭୋର ସକାଳେ ସୁଧାଖୁଣ୍ଟା ଜଙ୍ଗଲ ନିକଟ ମାଛ ଘାଟିରେ ମାଡ଼ି ବସିଥିଲା । 

ତେବେ ଦୁର୍ବୃତ୍ତ ଟମ୍ପଟ ମାରିଥିବା ବେଳେ ଗାଡ଼ିକୁ ଜବତ କରି ଗାଡ଼ି ଭିତରୁ ୨୦ଟି ବସ୍ଥାରେ ଭରା ହୋଇଥିବା ୫୦୦ କିଲୋ ଗଞ୍ଜେଇ ବାହାରିଥିଲା । ଯାହାର ଆନୁମାନିକ ବଜାର ମୂଲ୍ୟ ପାଖାପାଖି ୪୫ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି କାଲିମେଳା ଥାନା ଭାରପ୍ରାପ୍ତ ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ପ୍ରକାଶ କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.