ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର, ଅକ୍ସିଜେନ୍ ଅଭାବରୁ ହୋଇଥିଲା ମୃତ୍ୟୁ

ଭୁବନେଶ୍ୱର ୧/୬: ଅକ୍ସିଜେନ୍ ଅଭାବରୁ କଳ୍ପନାଙ୍କ ମୃତ୍ଯୁ ହୋଇଛି । ପର୍ବତାରୋହୀ କଳ୍ପନା ଦାଶଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଏଭରେଷ୍ଟରେ ଅକ୍ସିଜେନ୍ ଅଭାବରୁ କଳ୍ପନାଙ୍କ ମୃତ୍ଯୁ ହୋଇଛି । ଗତକାଲି(ଶୁକ୍ରବାର) କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ଯବଛେଦ କରାଯାଇଥିଲା । ତେବେ ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର ।

ଆଜି ରାତିରେ କଳ୍ପନାଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିବ ବୋଲି ଖବର ଆସୁଥିଲା । ତେବେ ଆସନ୍ତାକାଲି ଆସିବ ମରଶରୀର । କାଠମାଣ୍ଡୁରୁ ଦିଲ୍ଲୀ ଓ ପରେ ଭୁବନେଶ୍ୱର ଅଣାଯିବ । ଅନ୍ଯପଟେ କଳ୍ପନା ଦାଶଙ୍କ ଶେଷ ଦର୍ଶନ ପାଇଁ କ୍ରୀଡ଼ା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ ଶେଷ ଦର୍ଶନ ପାଇଁ ରଖାଯିବ ମରଶରୀର । ଗତ ମେ’ ୨୩ ତାରିଖରେ ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ମୃତ୍ୟୁ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.