PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଟିଏମରେ ଟଙ୍କା ଭରିବା ନେଇ ଗାଡିରେ ଯାଉଥିବା ବେଳେ ୫୭ ଲକ୍ଷ ଟଙ୍କା ଧରି ଡ୍ରାଇଭର ଫେରାର
  • ||
  • ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଘଟଣାରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ନିଲମ୍ବିତ
  • ||
  • କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର ଆବ୍ବାସ ନକଭି
  • ||
  • ଯାତ୍ରା ଅଭିନେତା ଦୈତାରୀ ପଣ୍ଡାଙ୍କ ନାଁରେ ରାଜଧାନୀ ମିଡ଼ିଆ ହାଉସ୍ ସିଇଓ ଥାନାରେ କଲେ ଅଭିଯୋଗ , ଯାତ୍ରା ରାଜିନାମା ଅଗ୍ରୀମ ଟଙ୍କା ଫେରସ୍ତ ନକରିବାରୁ ବାଲେଶ୍ୱର ଜିଲ୍ଲା ଔପଦା ଥାନାରେ ରୁଜୁ ହୋଇଛି ମାମଲା, ପାର୍ବତୀ ଗଣନାଟ୍ୟ ଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ ଅଗ୍ରୀମ
  • ||
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର, ଅକ୍ସିଜେନ୍ ଅଭାବରୁ ହୋଇଥିଲା ମୃତ୍ୟୁ

ଭୁବନେଶ୍ୱର ୧/୬: ଅକ୍ସିଜେନ୍ ଅଭାବରୁ କଳ୍ପନାଙ୍କ ମୃତ୍ଯୁ ହୋଇଛି । ପର୍ବତାରୋହୀ କଳ୍ପନା ଦାଶଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଏଭରେଷ୍ଟରେ ଅକ୍ସିଜେନ୍ ଅଭାବରୁ କଳ୍ପନାଙ୍କ ମୃତ୍ଯୁ ହୋଇଛି । ଗତକାଲି(ଶୁକ୍ରବାର) କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ଯବଛେଦ କରାଯାଇଥିଲା । ତେବେ ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର ।

ଆଜି ରାତିରେ କଳ୍ପନାଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିବ ବୋଲି ଖବର ଆସୁଥିଲା । ତେବେ ଆସନ୍ତାକାଲି ଆସିବ ମରଶରୀର । କାଠମାଣ୍ଡୁରୁ ଦିଲ୍ଲୀ ଓ ପରେ ଭୁବନେଶ୍ୱର ଅଣାଯିବ । ଅନ୍ଯପଟେ କଳ୍ପନା ଦାଶଙ୍କ ଶେଷ ଦର୍ଶନ ପାଇଁ କ୍ରୀଡ଼ା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ ଶେଷ ଦର୍ଶନ ପାଇଁ ରଖାଯିବ ମରଶରୀର । ଗତ ମେ’ ୨୩ ତାରିଖରେ ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ମୃତ୍ୟୁ ହୋଇଥିଲା ।