ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଧବଳେଶ୍ବର ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ଅନୁଷ୍ଠିତ, ଯୋଗୀ ବେଶରେ ଦର୍ଶନ ଦେଉଛନ୍ତି ବାବା

Published By : Harapriya Sethi | November 15, 2024 7:42 AM

ଆଠଗଡ଼,୧୫/୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବେଶ ଚଳଚଞ୍ଚଳ ହୋଇ ଉଠିଛି ଆଠଗଡ଼ର ବାବା ଧବଳେଶ୍ଵରଙ୍କ ପୀଠ । ଯୋଗୀ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ମହାନଦୀ ଘାଟରେ ଡଙ୍ଗା ଭଷାଣ କରିବା ସହ ବାବାଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ପବିତ୍ର ଧବଳେଶ୍ଵରଙ୍କ ପୀଠରେ ଶ୍ରଦ୍ଧାଳୁମାନେ ଡଙ୍ଗା ଭଷାଣ କରି ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁ ଉଦଯାପନ କରିଥାନ୍ତି ବ୍ରତାଧାରୀ। 

ଧବଳେଶ୍ୱର ପୀଠରେ ରାତି ୩ଟାରୁ ସମସ୍ତ ପ୍ରକାରର ନୀତିକାନ୍ତି ସାରି ବାବାଙ୍କ ବେଶ କାରାଯାଇ ମଙ୍ଗଳ ଆଳତୀ କରାଯାଇଥିଲା । ବଡ଼ି ଭୋରୁ ଶ୍ରଦ୍ଧାଳୁମାନେ ଆସି କଳିଙ୍ଗର ଏୈତିହ୍ୟକୁ ମନେ ପକାଇ ଡଙ୍ଗା ଭସାଇଛନ୍ତି । ଏହି କାରଣରୁ ମହାନଦୀ ଘାଟରେ ଅସୀମ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଡଙ୍ଗା ଭଷାଣ କରି ବାବା ଧବଳେଶ୍ବର ପୀଠରେ ଦେବ ଦେବ ମାହାଦେବଙ୍କୁ ଯୋଗୀ ବେଶରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ମନ୍ଦିରରେ ଭକ୍ତଙ୍କ ଭିଡକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷାର ବ୍ୟବସ୍ଥା କରାଯାଇଛି । ସମସ୍ତ ସ୍ଥାନରେ ପୋଲିସ ମୁତୟନ ରହିଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.