ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ମହାନଦୀରୁ ପାଣି ଉଠାଇବା ବେଳେ ବୁଡିଗଲେ କାଉଡିଆ

କଟକ,୪।୮ : କଟକ ମହାନଦୀରେ ପୁଣି ଅଘଟଣ।   ପାଣି ଉଠାଇବା ସମୟରେ ବୁଡି ଗଲେ ଜଣେ କାଉଡିଆ।  ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ ମହାନଦୀରୁ ପାଣି ଉଠାଉଥିଲେ। ଏହି ସମୟରେ ଜଣେ କାଉଡିଆ ପାଣିରେ ବୁଡିଯାଇ ନିଖୋଜ ଅଛନ୍ତି।   

ସୂଚନାଯୋଗ୍ୟ ଯେ ଗତ ରବିବାର ମଧ୍ୟ  ଗଡଗଡିଆ ଘାଟରେ କାଉଡିଆ ପାଣି ଉଠାଇବା ବେଳେ ଅଘଟଣ ଘଟିଥିଲା। ପାଣି ଉଠାଇବା ବେଳେ ୨ ଜଣ ପାଣିରେ ଭାସିଯାଇଥିଲେ। ଜଣକୁ ସେଠାରେ ଥିବା କାଉଡିଆ ଉଦ୍ଧାର କରିଥିବା ବେଳେ ଅନ୍ୟ ଜଣେ ଭାସି ଯାଇଥିଲେ। ଅଗ୍ନିଶମବାହିନୀ ଖୋଜାଖୋଜି କରି ଉକ୍ତ କାଉଡିଆର ମୃତଦେହ ଉଦ୍ଧାର କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.