ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଶ୍ରାବଣର ତୃତୀୟ ସୋମବାରରେ ପଞ୍ଚଲିଙ୍ଗେଶ୍ୱର ପୀଠରେ ଲକ୍ଷାଧିକ କାଉଡ଼ିଆଙ୍କ ଭିଡ଼

ନୀଳଗିରି, ୫/୮ : ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ଏହି ଅବସରରେ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱର ଚଳଚଞ୍ଚଳ ହୋଇ ଉଠିଛି। କୂଳଡିହା ଅଭୟାରଣ୍ୟ ଦେବଗିରି ପାହାଡ଼ରେ ବିରାଜମାନ ଥିବା ବାବା ପଞ୍ଚଲିଙ୍ଗେଶ୍ୱରଙ୍କୁ ଶ୍ରାବଣର ସୋମବାରରେ ଜଳଲାଗି କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। 

ଗତକାଲି ଠାରୁ ଲକ୍ଷ ଲକ୍ଷ କାଉଡ଼ିଆ ସୋନ, ବୁଢାବଳଙ୍ଗ, ଗଙ୍ଗାହର, ଘାଘରା, ଟାଙ୍ଗଣା ନଦୀରୁ ଜଳ ଆଣି ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ପୀଠକୁ ଆସିଥିଲେ। ରବିବାର ମଧ୍ୟରାତ୍ର ୧୨ଟା ପରେ ବାବାଙ୍କର ନୀତିପୂଜା ହୋଇ ଆଳତି ପରେ କାଉଡ଼ିଆ ଧାଡି ବାନ୍ଧି ଜଣକ ପରେ ଜଣେ ଶିବଲିଙ୍ଗରେ ଜଳାଭିଷେକ କରିଥିଲେ। ଲକ୍ଷ ଲକ୍ଷ କାଉଡ଼ିଆ ଜଳାଭିଷେକ ପାଇଁ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.