ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

କେରଳ ଭୂସ୍ଖଳନ ଘଟଣାରେ ଦୁଃଖ ପ୍ରକାଶ କଲେ ଚୀନ୍ ପ୍ରଧାନମନ୍ତ୍ରୀ, ପିଏମ ମୋଦୀଙ୍କୁ ପଠାଇଲେ ଶୋକବାର୍ତ୍ତା…

ନୂଆଦିଲ୍ଲୀ: କେରଳରେ ଭୂସ୍ଖଳନ ଘଟଣାକୁ ନେଇ ଚୀନ୍ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୋକବାର୍ତ୍ତା ପଠାଇଛନ୍ତି । ସେ ମୃତକ ଓ ଆହତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ତେବେ ଭୂସ୍ଖଳନ ଯୋଗୁଁ ରାଜ୍ୟରେ ୩ ଶହରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଅଗଷ୍ଟ ୩ ରେ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ କେରଳରେ ଭୂସ୍ଖଳନ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସମବେଦନା ଜଣାଇଛନ୍ତି ବୋଲି ଚୀନ୍ ରାଷ୍ଟ୍ରଦୂତ ଜୁ ଫେଇହୋଙ୍ଗ ଏକସରେ କହିଛନ୍ତି । 

ୱାୟାନାଡ ଜିଲ୍ଲାର ଚୁରାଲାମାଲା ଏବଂ ମୁଣ୍ଡକାଇରେ ଭୂସ୍ଖଳନ ହେତୁ ଏପର୍ଯ୍ୟନ୍ତ ୩୦୮ ଜଣଙ୍କର ମୃତ୍ୟୁ ଘଟିଛି । ୱାୟାନାଡରେ ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ରବିବାର ଷଷ୍ଠ ଦିନରେ ପହଞ୍ଚିଥିଲା । ଚାରାଲମାଲା ଏବଂ ମୁଣ୍ଡାକ୍କାଇରେ ଭୂସ୍ଖଳନ ପରେ ଅନେକ ଲୋକ ମାଟି ତଳେ ପୋତି ହୋଇ ରହିଥିବା ଆଶଙ୍କା କରାଯାଉଛି । 

ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇ ୱାୟାନାଡ ଜିଲ୍ଲା କଲେକ୍ଟର କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି ଏବଂ ଆଜିର ଅପରେସନ ପାଇଁ ୧୩ ଶହରୁ ଅଧିକ ଫୋର୍ସ ନିୟୋଜିତ ହୋଇଛନ୍ତି । ସ୍ୱେଚ୍ଛାସେବୀ ମାନେ ମଧ୍ୟ ଅଛନ୍ତି । ଗତକାଲି ଉଦ୍ଧାର କାର୍ଯ୍ୟ ପାଇଁ ସ୍ୱେଚ୍ଛାସେବୀ ମାନେ ସେଠାରେ ଫସି ରହିଥିଲେ । ଆଜି ଆମେ ସତର୍କତା ଅବଲମ୍ବନ କରୁଛୁ ଯାହା ଦ୍ବାରା ଏହା ଯେପରି ପୁଣିଥରେ ନହୁଏ।

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.