PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା

କେନ୍ଦୁଝର ସଦର,‌ ୧/୧୦(ଆପ୍ର) : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ହୁଣ୍ଡୁକଳା ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଏକ ଅଭାନୀୟ ଘଟଣା ଘଟିଯାଇଛି। ଗ୍ରାମର ଗୁରୁଚରଣ ମହନ୍ତଙ୍କ ପୁଅ ପ୍ରଣବ କୁମାର ମହାନ୍ତ (୨୫) ଙ୍କୁ ସ୍ଥାନୀୟ କେତେଜଣ ଯୁବକ ପିଟି ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହେଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗାଁ ଛକରେ ପ୍ରଣବ ଏକ ଦୋକାନ ନିକଟରେ ଜଣେ ବ୍ୟକ୍ତି ସହିତ କୌଣସି କଥାକୁ ନେଇ ବଚସା ସୃଷ୍ଟି ହୋଇଥିଲା। ପ୍ରଣବ ଦୋକାନରୁ ଘରକୁ ଯିବା ପରେ ରାତି ପ୍ରାୟ ଦଶ ଘଟିକା ସମୟରେ କିଛି ଯୁବକ ତାଙ୍କ ଘରକୁ ଯାଇ ପିଟିପିଟି ହତ୍ୟା କରିଛନ୍ତି ବୋଲି ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପୋଡ଼ି ହତ୍ୟା କରାଯାଇଛି ବୋଲି ପୋଲିସ ସନ୍ଦେହ କରିଛି। ପ୍ରଣବଙ୍କ ସହିତ ସେହି ଗାଁର ଗୋଟିଏ ପରିବାରର ଦୀର୍ଘ ଦିନରୁ ବିବାଦ ରହିଥିଲା। ଏଥିନେଇ ଶନିବାର ଗଣ୍ଡଗୋଳ ହୋଇଥିଲା। ଯୁବକଙ୍କୁ ହତ୍ୟା ପରେ ଏକ ଘରେ ପୁରାଇ ନିଆଁ ଲଗାଇ ପୋଡି ହତ୍ୟା କରାଯାଇଥିବା ସମୟରେ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।