ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ୮୬ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ୱାସ

ଭୁବନେଶ୍ୱର ୧୦/୦୨: ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇ ସ୍ଥିତ ଏକ  ଘରୋଇ ହସ୍ପିଟାଲରେ  ଭି. ସୁଜ୍ଞାନ କୁମାରୀ ଦେଓ ଶେଷ ନିଶ୍ୱାସ ତ୍ୟାଗ କଲେ । ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋ କରେ ପରେ ରାଜନୈତିକ ଜଗତରେ ଶୋକର ଛାୟା ଖେଳିଯାଇଛି। ସେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟକ ଭାବେ ହୋଇଥିଲା ନିର୍ବାଚିତ । 

ସୂଚନା ମୁତାବିକ, ଗତ କିଛି ଧରି ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦେହ ଅସୁସ୍ଥ ଥିଲା । ଯେଉଁଥି ଲାଗି ତାଙ୍କୁ ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଲଗାତର ଭାବେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇଥିଲା । ପୂର୍ବତନ ବିଧାୟିକାଙ୍କ ସ୍ୱାସ୍ଥ୍ୟ ବିଷୟରେ ଖବର ପାଇ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଗସ୍ତ କରିଥିଲେ । ତାଙ୍କ ସହିତ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଗସ୍ତ କରିଥିଲେ । ହେଲେ ବିଳମ୍ବିତ ରାତିରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି ।




News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.