ପ୍ରମୂଖ ଖବର
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା

Published By : Prameya | July 28, 2025 7:49 AM

ପୁରୀ,୨୮/୦୭: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି  ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ  ନାହିଁ । ଦଇତାପତି ସେବକମାନେ ଠାକୁରଙ୍କ ଏହି  ସେବା କରିବେ । ଶ୍ରୀମନ୍ଦିର ପ୍ରଶାସନର ଲୋକ  ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତିଙ୍କ ସୂଚନା  ଅନୁସାରେ ସୋମବାର ଅପରାହ୍ନ ୬ଟାରୁ ରାତି ପ୍ରାୟ  ୧୦ଟା ପର୍ଯ୍ୟନ୍ତ ଦର୍ଶନ କଟକଣା ରହିଛି । 

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦଇତାପତିମାନେ ଗର୍ଭଗୃହକୁ  ପ୍ରବେଶ କରି ଠାକୁରଙ୍କ ଖସାପଡ଼ା ନୀତି ସମ୍ପନ୍ନ  କରିବେ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି  ନୀତି ପାଳନ କରାଯାଏ । ତେବେ ସେଦିନର ଠାକୁରଙ୍କ  ନୀତି ଉପରେ ଦର୍ଶନ କଟକଣା ସମୟ ନିର୍ଭର କରେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.