ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଗୁରୁଙ୍କ ଦୀର୍ଘାୟୁ କାମନା କରି କିନ୍ନର ପାଳିଲେ ସାବିତ୍ରୀ ବ୍ରତ

Published By : Suraj Kumar | May 26, 2025 5:37 PM

କଟକ, ୨୬।୫ ସାବିତ୍ରୀ ବ୍ରତ ଅବସରରେ କଟକ ସହରର ବିଭିନ୍ନ ଦେବାଳୟ ମାନଙ୍କରେ ପ୍ରବଳ ଭିଡ଼ ଜମିଥିଲା ଶ୍ରଦ୍ଧାଳୁମାନଙ୍କର। ସଧବା ନାରୀମାନେ ନିଜର ସ୍ବାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ପୂଜା ଅର୍ଚ୍ଚନା କରିଛନ୍ତି। ସେହିଭଳି ନିଜର ଗୁରୁମାନଙ୍କ ମଙ୍ଗଳ କାମନା କରି ସାବିତ୍ରୀ ବ୍ରତ ପାଳନ କରିଛନ୍ତି କିନ୍ନରମାନେ।

କଟକ ସହରର ଶଙ୍କରପୁର ମା’ ସମଲେଶ୍ଵରୀଙ୍କ ମନ୍ଦିରରେ କିନ୍ନରମାନେ ଏକାଠି ହୋଇ ପୂଜା କରିଛନ୍ତି। ହିନ୍ଦୁ ପରମ୍ପରା ଅନୁଯାୟୀ, ଧୂପ ଦୀପ ନୈବେଦ୍ୟ ଲାଗି କରି ସାବିତ୍ରୀ ବ୍ରତ ଅବସରରେ ନିଜର ଗୁରୁଙ୍କ ଦୀର୍ଘାୟୁ କାମନା କରିଛନ୍ତି କିନ୍ନରମାନେ। ଯେହେତୁ କିନ୍ନର ସମାଜରେ ଗୁରୁମାନଙ୍କ ଭୂମିକା ଅଧିକ ରହିଥାଏ ତେଣୁ ଗୁରୁ ଙ୍କ ପାଇଁ ଏହି ବ୍ରତ ରଖୁଥିବା କଥା କହିଛନ୍ତି କିନ୍ନରମାନେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.