ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଫିଙ୍ଗି ଦେଉଛନ୍ତି କି ଆମୃୃତ ଭଣ୍ଡା ମଞ୍ଜି; ଜାଣନ୍ତୁ ଏହାର ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ଉପକାରିତା

Published By : Harapriya Sethi | May 10, 2025 2:48 PM

ଫଳ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ହୋଇଥାଏ । ଅମୃତଭଣ୍ଡା ସ୍ୱାସ୍ଥ୍ୟ ପାଇଁ ଅମୃତ ସମାନ ହେବା ସହିତ ଏହା ମଞ୍ଜି ବି ଆମ ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରିତା। ଯାହାକୁ ଲୋକମାନେ ସାଧାରଣତଃ ଅଦରକାରୀ ଭାବି ଫିଙ୍ଗି ଦେଇଥାଆନ୍ତି । ଅମୃତଭଣ୍ଡା ମଞ୍ଜିରେ ଭିଟାମିନ୍, ଜିଙ୍କ୍, ଫସଫରସ୍, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଫାଇବର ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଯାହା ଶରୀରକୁ ଅନେକ ପ୍ରକାରର ରୋଗରୁ ଦୂରେଇ ରଖିଥାଏ।

ବୃକକ: ବୃକକ୍ ସମ୍ବନ୍ଧୀୟ ରୋଗରେ ପୀଡିତ ଲୋକଙ୍କ ପାଇଁ ଅମୃତଭଣ୍ଡା ମଞ୍ଜି ଖାଇବା ଲାଭଦାୟକ ହୋଇଥାଏ। ଏହାର ବିହନ ବା ମଞ୍ଜିରେ ମିଳୁଥିବା ଉପାଦାନଗୁଡ଼ିକ କିଡନିରେ ଥିବା ବିଷାକ୍ତ ପଦାର୍ଥକୁ ସଫା କରିବାରେ ସାହାଯ୍ୟ କରେ।

କୋଷ୍ଠକାଠିନ୍ୟ: ଅମୃତଭଣ୍ଡା ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ, ସେହିପରି ଏହାର ମଞ୍ଜି ଖାଇବା ମଧ୍ୟ କୋଷ୍ଠକାଠିନ୍ୟ ସମସ୍ୟା ଦୂର କରିବାରେ ଲାଭଦାୟକ। ଏହାର ବିହନରେ ମିଳୁଥିବା ପ୍ରୋଟିଓଲାଇଟିକ୍ ଏଞ୍ଜାଇମ୍ ଅନ୍ତନଳୀରେ ଥିବା ଖରାପ ଜୀବାଣୁକୁ ଦୂର କରି ପେଟକୁ ସଫା କରି କୋଷ୍ଠକାଠିନ୍ୟରୁ ମୁକ୍ତି ଦେଇଥାଏ।

ମଧୁମେହ: ଅମୃତଭଣ୍ଡା ମଞ୍ଜି ଖାଇବା ଦ୍ୱାରା ମଧୁମେହ ଭଳି ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ। ମଞ୍ଜିରେ ଆଣ୍ଟିଅକ୍ସିଡାଣ୍ଟ ଏବଂ ଫ୍ଲାଭୋନଏଡ୍ସ ଥାଏ, ଯାହା ମଧୁମେହ ନିୟନ୍ତ୍ରଣରେ ସହାୟକ ହୋଇଥାଏ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.