ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

କୋରାପୁଟରେ ସ୍ଵାଭାବିକ ହେଲା ବସ୍ ଚଳାଚଳ, ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୫/୦୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ୍ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.