ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଭୋଟ୍ ଦେଲେ କୋରାପୁଟ ଡିଆଇଜି ଓ ଜିଲ୍ଲାପାଳ

କୋରାପୁଟ, ୧୩/୦୫ : ଆଜି କୋରାପୁଟ ଲୋକସଭା ଓ ଜିଳ୍ଲାର ୫ ଟି ବିଧାନସଭା ଆସନରେ ମତଦାନ ଚାଲିଛି। ବିଭିନ୍ନ ବୁଥରେ ପ୍ରାୟ ଅଧଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ଇଭିଏମ୍ ପରିଚାଳନାରେ ତ୍ରୁଟି ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। କୋରାପୁଟ ସହର ଟାଉନ୍ ହଲ ସ୍ଥିତ ଆଦର୍ଶ ମତଦାନ କେନ୍ଦ୍ର ଠାରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଦକ୍ଷିଣପଶ୍ଚିମାଞ୍ଚଳ ଚରଣ ସିଂହ ମୀନା ସପତ୍ନିକ ଆସି ଭୋଟ ଦେଇଛନ୍ତି। ଜିଲ୍ଲାର ସମସ୍ତଙ୍କ ଭୋଟରଙ୍କୁ ଭୋଟ୍ ଦେବା ପାଇଁ ଜିଲ୍ଲାପାଳ ଆହ୍ଵାନ କରିଛନ୍ତି। 

ସେହିପରି ସମଗ୍ର ଜିଲ୍ଲା ସମେତ ରେଞ୍ଜରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ବୋଲି ଡିଆଇଜି କହିଛନ୍ତି। ବର୍ତ୍ତମାନ୍ ଯାଏ କୌଣସି ସ୍ଥାନରେ କିଛି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇନାହିଁ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.