ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଭୋଟ୍ ଦେଲେ କୋରାପୁଟ ଡିଆଇଜି ଓ ଜିଲ୍ଲାପାଳ

କୋରାପୁଟ, ୧୩/୦୫ : ଆଜି କୋରାପୁଟ ଲୋକସଭା ଓ ଜିଳ୍ଲାର ୫ ଟି ବିଧାନସଭା ଆସନରେ ମତଦାନ ଚାଲିଛି। ବିଭିନ୍ନ ବୁଥରେ ପ୍ରାୟ ଅଧଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ଇଭିଏମ୍ ପରିଚାଳନାରେ ତ୍ରୁଟି ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। କୋରାପୁଟ ସହର ଟାଉନ୍ ହଲ ସ୍ଥିତ ଆଦର୍ଶ ମତଦାନ କେନ୍ଦ୍ର ଠାରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଦକ୍ଷିଣପଶ୍ଚିମାଞ୍ଚଳ ଚରଣ ସିଂହ ମୀନା ସପତ୍ନିକ ଆସି ଭୋଟ ଦେଇଛନ୍ତି। ଜିଲ୍ଲାର ସମସ୍ତଙ୍କ ଭୋଟରଙ୍କୁ ଭୋଟ୍ ଦେବା ପାଇଁ ଜିଲ୍ଲାପାଳ ଆହ୍ଵାନ କରିଛନ୍ତି। 

ସେହିପରି ସମଗ୍ର ଜିଲ୍ଲା ସମେତ ରେଞ୍ଜରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ବୋଲି ଡିଆଇଜି କହିଛନ୍ତି। ବର୍ତ୍ତମାନ୍ ଯାଏ କୌଣସି ସ୍ଥାନରେ କିଛି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇନାହିଁ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.