ପୁରୀ,୧୪।୮ : ଶୁକ୍ରବାର ଭାଦ୍ରବ କୃଷ୍ଣ ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ କୃଷ୍ଣଜନ୍ମ ନୀତି ଅନୁଷ୍ଠିତ ହେବ ।   ଏଣୁ ସନ୍ଧ୍ୟାଧୂପ ଭୋଗ ଛେକ ଆସିବା ପରେ  କୃଷ୍ଣ ଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ  ସର୍ବସାଧାରଣଙ୍କ ପାଇଁ ମହାପ୍ରଭୁଙ୍କ  ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଅର୍ଥାତ ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ  ଦର୍ଶନ ବନ୍ଦ ରହିବ।