PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ପୁରୀରେ ନିର୍ମାଣ ହେବ କୁଲତା ସମାଜର ଧର୍ମଶାଳା, ସୁନାମୁହିଁରେ ୧ ଏକର ଜାଗା ଓ ୩ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୩୦/୧୧ : କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ଵତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।


ସମ୍ବନ୍ଧିତ ଖବର