ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ନଦୀ ପାର ହୋଇ ମଶାଣୀକୁ ଗଲା ଶବ

କୋରାପୁଟ, ୧୨/୦୨ : ନଦୀ ପାର ହୋଇ ମଶାଣୀକୁ ଗଲା ଶବ। ଲକ୍ଷ୍ମୀପୁର ବ୍ଳକ ଅନ୍ତର୍ଗତ କୁସୁମଗୁଡା ପଞ୍ଚାୟତ କେଲାର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ରବିବାର ଗାଁରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା। ଗାଁରୁ ମଶାଣୀ ଯିବାକୁ ରାସ୍ତା ନଥିବାରୁ ନଦୀ ପାର ହୋଇ ଶବକୁ କାନ୍ଧରେ ବୋହି ପାର କରିବା ଘଟଣା ପୁଣିଥରେ ଦେଖିବାକୁ ମିଳିଛି। 

ପୂର୍ବରୁ ଏଭଳି ଘଟଣା ବାରମ୍ବାର ଘଟିଥିଲେ ମଧ୍ୟ ନଦୀ ଉପରେ ପୋଲଟିଏ ନିର୍ମାଣ ହୋଇ ପାରୁନାହିଁ। ଯାହାର ଭିଡିଓ ଏବେ ସାଧାରଣ ଲୋକଙ୍କୁ ମଧ୍ୟ ଚକିତ କରୁଛି। ବର୍ଷା ଋତୁରେ ନଈ ବଢ଼ି ହେଲେ ନଦୀର ସ୍ତର କମିବା ପର୍ଯ୍ୟନ୍ତ ଶବକୁ ଦିନ ରାତି ଗ୍ରାମରେ ରଖାଯାଉଛି l ନଦୀର ସ୍ତର କମିଲେ ଶବ ସତ୍କାର କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.