PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଲା-ଲିଗା: ଆଟଲେଟିକୋକୁ ହରାଇଲା ରିଏଲ ମାଦ୍ରିଦ

ମାଦ୍ରିଦ,୯ା୨(ଏଜେନ୍ସି): ଚଳିତ ସ୍ପାନିଶ ଲା-ଲିଗାର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରିଏଲ ମାଦ୍ରିଦ୍‌ ୩-୧ ଗୋଲ୍‌ରେ ଆଟ୍‌ଲେଟିକୋ ମାଦ୍ରିଦକୁ ହରାଇ ଟାଇଟଲ ଦୌଡକୁ ଫେରିଛି । ମ୍ୟାଚ୍‌ ଆରମ୍ଭରୁ ରିଏଲ ମାଦ୍ରିଦ ଲଢୁଆ ଖେଳ ପ୍ରଦର୍ଶନ କରିଥିଲା । ଦଳ ପକ୍ଷରୁ କ୍ୟାସେମିରୋ ପ୍ରଥମ ଗୋଲ୍‌ କରିଥିଲେ । ଏହାପରେ ଆଟଲେଟିକୋ ପକ୍ଷରୁ ଆଣ୍ଟୋନି ଗ୍ରିଜମ୍ୟାନ୍‌ ଗୋଲ୍‌ ପରିଶୋଧ କରିଦେଇଥିଲେ ।

MADRID, SPAIN – FEBRUARY 09: Carvajal, #2 of Real Madrid during the La Liga match between Club Atletico de Madrid and Real Madrid CF at Wanda Metropolitano on February 09, 2019 in Madrid, Spain. (Photo by Sonia Canada/Getty Images)

ବାକି ସମୟ ମଧ୍ୟରେ ରିଏଲ ମାଦ୍ରିଦ ଆଉ ୨ଟି ଗୋଲ୍‌ କରି ବିଜୟ ହାସଲ କରିଥିଲା । ଦଳ ପକ୍ଷରୁ ସର୍ଜିଓ ରାମୋସ ଓ ଗ୍ୟାରେଥ ବେଲ୍‌ ଶେଷ ୨ଟି ଗୋଲ୍‌ କରିଥିଲେ । ଏହି ବିଜୟ ପରେ ରିଏଲ ମାଦ୍ରିଦ୍‌ ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନକୁ ଫେରିଛି । ବାର୍ସେଲୋନା ପଏଣ୍ଟ ତାଲିକାର ଶୀର୍ଷରେ ରହିଛି ।

ସମ୍ବନ୍ଧିତ ଖବର