ବେଲବାହାଳୀ, ୩୦।୧: ଘଷିପୁରା ଥାନା ଅନ୍ତର୍ଗତ ବେଲବାହାଳି ଜଗନ୍ନାଥ ମନ୍ଦିରରେ କଳାକନା ବୁଲାଇଲେ ଚୋର । ଲକ୍ଷାଧିକ ଟଙ୍କାର ଅଳଙ୍କାର ସହିତ ଚାରୋଟି ହୁଣ୍ଡି ବାକ୍ସ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଖବର ପାଇ ଘଟଣାସ୍ଥଳରେ ଘଷିପୁରା ପୁଲିସ ପହଞ୍ଚି ତନାଘନା ଆରମ୍ଭ କରିଛି । ସାଇଣ୍ଟିପିକ୍ ଟିମ୍ ସହିତ ସନ୍ଧାନୀ କୁକୁର ଦ୍ୱାରା ତଦନ୍ତ ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ... ଛତିଶଗଡ଼ ବିଜାପୁରରେ ଏନକାଉଣ୍ଟର,ଟଳିଲେ ଦୁଇ ମାଓବାଦୀ​​​​​​​