ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଆରଆଇ ,ଅମିନଙ୍କୁ ଦିଆଯିବ ଲାପଟପ୍ : ରାଜସ୍ବ ମନ୍ତ୍ରୀ

Published By : Suraj Kumar | December 14, 2024 4:32 PM

ସମ୍ବଲପୁର, ୧୪।୧୨ : ଓଡିଶାରେ ହେବ ବସୁନ୍ଧରା ଯୋଜନାରେ ପରିବର୍ତ୍ତନ ।  ବସୁନ୍ଧରା ଯୋଜନାରେ ପାଇଥିବା ଜମି ବିକ୍ରି ହୋଇ ପାରିବନି। ରାଜସ୍ବ ଆଇନ ଓ ସେବାରେ ହେବ ପରିବର୍ତ୍ତନ ବୋଲି ରାଜସ୍ବ ମନ୍ତ୍ରୀ  ସୁରେଶ ପୂଜାରୀ କହିଛନ୍ତି। 

ସେପଟେ ୪ ଡିସିମିଲରୁ କମ ଜମି ଥିବା ଲୋକେ ଭୂମିହୀନରେ ଗଣତି ହେବେ  । ୪ ଡିସମିଲ ହେବା ଯାଏଁ ଜମି ପ୍ରଦାନ କରାଯିବ । ରାଜସ୍ବ ବିଭାଗ ଦ୍ବାରା ଆରଆଇ ଓ ଅମିନଙ୍କୁ ଦିଆଯିବ ଲାପଟପ୍ । ବିଭାଗ ଆଧୁନିକିକରଣ ଉପରେ ଦିଆଯାଉଛି ଗୁରୁତ୍ବ । ରିଲିଫ୍ ଶବ୍ଦ ଉଚ୍ଛେଦ ହେବା ନେଇ ମଧ୍ଯ ମନ୍ତ୍ରୀ ସୁରେଶ ପୂଜାରୀ ସମ୍ବଲପୁରରେ ସମୀକ୍ଷା ପରେ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.