ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ

Published By : Ladu Kishor | June 30, 2025 5:51 PM

ନବରଙ୍ଗପୁର ୩୦/୦୬: ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁର ଦ୍ଵାରା ବିଦ୍ୟାଥି ମହାବିଦ୍ୟାଳୟ ନବରଙ୍ଗପୁର ଠାରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ଜାତୀୟ ଆଇନ ସେବା ପ୍ରାଧିକରଣର ବିଭିନ୍ନ ଆଇନ ବିଷୟରେ ତଥା ମହିଳା ମାନଙ୍କ ଉପରେ ହେଉଥିବା ଯୌନ ନିର୍ଯାତନା ଓ ପୀଡିତା ମାନଙ୍କୁ ଦିଆ ଯାଉଥିବା କ୍ଷତି ପୂରଣ ସ୍କିମ୍-୨୦୧୭ ଓ ମହିଳା  ମାନଙ୍କ ଉପରେ ହେଉଥିବା ବିଭିନ୍ନ ଯୌନ ଓ ଅନ୍ୟ ଅପରାଧ-୨୦୧୮,  କିଶୋର ନ୍ୟାୟ ଯତ୍ନ ଏବଂ ସୁରକ୍ଷ୍ୟା  ଓ ମୌଳିକ ଅଧିକାର ସୁରକ୍ଷା ସମ୍ପର୍କିତ ଆଇନ ବିଷୟରେ ସଚେତନତା ଶିବିରରେ ଆଲୋକପାତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଭାବେ ପ୍ରଶନ ପ୍ରସାଦ ପଟ୍ଟନାୟକ, ମୁଖ୍ୟ ଆଇନ ଗତ ସହାୟତା ପ୍ରତିରକ୍ଷା  ପରାମର୍ଶଦାତା, ନବରଙ୍ଗପୁର,କିଶୋରୀ ପଟ୍ଟନାୟକ, ପାନେଲ ଲଇୟାର, ନବରଙ୍ଗପୁର, ସଦାଶିବ ସାହୁ, ଉପ ଅଧକ୍ଷ, ଜିଲ୍ଲା ଆଇନ ଜୀବି ସଂଘ, ନବରଙ୍ଗପୁର, ରାଖୀ ଜୈନ, ସହାୟକ ଆଇନ ଗତ ସହାୟତା ପ୍ରତିରକ୍ଷା  ପରାମର୍ଶଦାତା, ନବରଙ୍ଗପୁର, ସତ୍ୟନାରାୟଣ ନାୟକ, ଅଧକ୍ଷ, ବିଦ୍ୟାଥି ମହାବିଦ୍ୟାଳୟ ଓ ପାରା ଲିଗାଲ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ସତ୍ୟନାରାୟଣ ନାୟକ, ଅଧକ୍ଷ, ବିଦ୍ୟାଥି ମହାବିଦ୍ୟାଳୟ, ନବରଙ୍ଗପୁର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରାଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.