ପ୍ରମୁଖ ଖବର
  • ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କର ଅଧ୍ୟକ୍ଷ ପଦରୁ ବିଜୟ ଶେଖର ଶର୍ମାଙ୍କ ଇସ୍ତଫା
  • ||
  • ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ୫୫୪ଟି ଅମୃତ ଭାରତ ଷ୍ଟେସନ୍ ଶିଳାନ୍ୟାସ
  • ||
  • ଭୁବନେଶ୍ଵର : ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ, ପରିଦର୍ଶନ କରିବେ କୃଷି ଭବନ
  • ||
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

୧୪ମହଲା ବିଶିଷ୍ଟ କୋଠାରେ ପଶିଲା ବାଘ, ଅଢ଼େଇ ଘଣ୍ଟା ଧରି ଲୋକଙ୍କୁ କରି ଚାଲିଥିଲା ଆକ୍ରମଣ

ପୁନେ: ପୁନେର କେଶଭନଗର ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ଭିତରେ ପଶି ବାଘ ଅଢ଼େଇ ଘଣ୍ଟା ଧରି କରିଚାଲିଥିଲା ଆକ୍ରମଣ। ବାଘ ଆକ୍ରମଣରେ ୭ବର୍ଷର ଶିଶୁ ସମେତ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପ୍ରଘଟ ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ବନବିଭାଗ ଓ ଅଗ୍ନିଶମ ବିଭାଗର ଅଧିକାରୀ ଖବର ପାଇ ବାଘକୁ ଧରିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଢ଼େଇ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ ପରେ ଶେଷରେ ବାଘକୁ ଧରିବାରେ ସଫଳ ହୋଇଥିଲେ।

{"id":2326,"width":593,"height":446}

ସୂଚନାଯୋଗ୍ୟ, ମୁଣ୍ଡଓ୍ଵାରେ ସୋମବାର ସକାଳେ ବାଘକୁ ଦେଖି ଲୋକମାନଙ୍କ ମଧ୍ୟରେ କୋକୁଆ ଭୟ ଖେଳି ଯାଇଥିଲା। ମୁଣ୍ଡାଓ୍ଵାର ଓ୍ଵାର୍ଟିକଲ ଓରି ନାମକ ବିଲଡିଂରେ ନିର୍ମାଣକାର‌୍ୟ୍ୟ ଚାଲୁଥିଲା। ଏହି ୧୪ ମହଲା କୋଠାରେ ଆକସ୍ମିକ ଭାବେ ଏକ ବାଘ ପଶିଯିବା ଖବର ବନବିଭାଗକୁ ମିଳିଥିଲା। ସେଠାରେ ଥିବା ୭ବର୍ଷର ଶିଶୁ ବାଘ ଆକ୍ରମଣର ଶିକାର ହୋଇଥିଲା। ଶିଶୁକୁ ବାଘ କବଳରୁ ମୁକୁଳାଇବା ପାଇଁ ଉଦ୍ୟମ କରୁଥିବା ବେଳେ ଅନ୍ୟ ୬ଜଣ ମଧ୍ୟ ବାଘ ଆକ୍ରମଣରେ ଗୁରୁତର ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.