ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ପାଟଣା ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ, ୪ ବର୍ଷର ଶିଶୁପୁତ୍ରକୁ ଆକ୍ରମଣ କଲା ହେଟାବାଘ

ପାଟଣା, ୨୩।୬: ପାଟଣା ରେଞ୍ଜ ଖୀରେଇଟାଙ୍ଗିରୀ ସେକ୍ସନ ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ । ଘର ବାହାରେ ମା’ ପାଖରେ ଶୋଇଥିବା ୪ ବର୍ଷର ଶିଶୁପୁତ୍ରକୁ ଆକ୍ରମଣ କଲା ହେଟାବାଘ । ଗୁରୁତର ଶିଶୁ ଜଣକ ବାବାଜୀ ମୁଣ୍ଡା କେନ୍ଦୁଝର ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ପେଟ ଓ ପିଠିରେ ରହିଛି ରାମ୍ପୁଡ଼ା ଦାଗ । ଶନିବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ଏଭଳି ଘଟଣା ପରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ବନ ବିଭାଗ ଏନେଇ ତନାଘନା ଚଳାଇଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.