PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ମେଲାଣି ନେବେ ମା’, ଟ୍ଵିନ୍ ସିଟିରେ ମୁତୟନ ହେବେ ୧୭ ପ୍ଲାଟୁନ ଫୋର୍ସ
  • ||
  • କୋଲକାତା : ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ୭ ମୃତ, ୪୦ ନିଖୋଜ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୪୯ ପଜିଟିଭ୍ ଚିହ୍ନଟ
  • ||

ବିପଦରେ ଶ୍ରୀମନ୍ଦିର, ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି

source:www.youtube.com

ପୁରୀ ୨୦/୨: ବିପଦରେ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି ଆସିଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ । ତେବେ ଏନେଇ ମୁଖ୍ଯ ପ୍ରଶାସକଙ୍କ ସୂଚନା ଅନୁସାରେ ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରଶାସନ ସଚେତନ ଅଛି ଏବଂ ଏଥିପ୍ରତି ନଜର ରଖାଯାଇଛି ।