ପ୍ରମୂଖ ଖବର
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||
  • କାଳବୈଶାଖୀ ଆସିବ, ଆଶ୍ୱସ୍ତି ଦେବନି: ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା କମ୍
  • ||

ଜୀବନ ନେଉଛି ବଜ୍ରପାତ; ଗଞ୍ଜାମ ଓ ଗଜପତି ଜିଲ୍ଲାର ତିନିଜଣଙ୍କ ମୃତ୍ୟୁ

Published By : Bijay Swain | May 16, 2025 10:46 PM

ବ୍ରହ୍ମପୁର: ଗୋଟିଏ ଦିନରେ ଦୁଇ ଜିଲ୍ଲାରେ ତିନିଜଣଙ୍କ ମୃତ୍ୟୁ ହୋଇଛି। ବେଲଗୁଣ୍ଠା ଥାନା କେବିରୀ ବରପୁର ଗ୍ରାମରେ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ କବିସୂର୍ଯ୍ୟନଗର ଏ ବରିଡା ଗାଁରେ ବଜ୍ରପାତରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ବେଲଗୁଣ୍ଠା ଥାନା କେବିରୀ ବରପୁର ଗ୍ରାମର ଯୁବତୀ ରିତା ଗୌଡ଼ ଗାଁ ନିକଟ ଆମ୍ବ ତୋଟାରେ ଆମ୍ବ ଗୋଟାଉ ଥିବା ବେଳେ ବଜ୍ରପାତରେ ମୃତ୍ୟୁ ହୋଇଥିବା ବେଳେ କବିସୂର୍ଯ୍ୟନଗର ଏ ବରିଡା ଗାଁର ସପ୍ତମ ଶ୍ରେଣୀ ଛାତ୍ର ଓମ୍ ପ୍ରକାଶ ପ୍ରଧାନଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଦିନରେ ଜିଲ୍ଲାରେ ବଜ୍ରପାତରେ ଦୁଇ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି  ଗଜପତି ଜିଲ୍ଲାର ଜି.ଉଦୟଗିରି ଥାନା କାନକଟା ଗାଁର ଦମୟନ୍ତୀ ମଣ୍ଡଳଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.