ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

ଷଣ୍ଢକୁ ଧକ୍କା ଦେଇ ରାସ୍ତାରେ ଓଲଟି ପଡ଼ିଲା ବୋଲେରେ, ୮ ଯାତ୍ରୀ ଆହତ

ବାଲିପାଟଣା, ୦୨/୦୯ : ଷଣ୍ଢକୁ ଧକ୍କା ଦେଇ ରାସ୍ତାରେ ଓଲଟି ପଡ଼ିଲା ବୋଲେରେ। ଲିଙ୍ଗିପୁର ଟ୍ରାଫିକ୍ ନିକଟ ୫୦୦ ମିଟର ଦୂରରେ ଏହି ଦୁର୍ଘଟଣା ଘଟିଛି। ବୋଲେରୋରେ ଥିବା ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଅଛନ୍ତି । ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ସୂଚନାନୁଯାୟୀ, ଶନିବାର ଭୋର ସାଢେ ୩ ଟାରେ କୁଜଙ୍ଗରୁ ୮ ଜଣ ଯାତ୍ରୀ ପୁରୀ ବୁଲିବା ପାଇଁ ବୋଲେରୋ ଯୋଗେ ଆସୁଥିଲେ । ଲିଙ୍ଗିପୁର ଟ୍ରାଫିକ୍ ଠାରୁ ୫୦୦ ମିଟର ଦୂରରେ ଏକ କଳା ରଙ୍ଗର ଷଣ୍ଡ ରାସ୍ତା ଉପରେ ଠିଆ ହୋଇଥିଲା । ବେଗ ଅଧିକ ଥିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା । ବୋଲେରୋରେ ଥିବା ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଅଛନ୍ତି । ସ୍ଥାନୀୟ ଲୋକେ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କ୍ଯାପିଟାଲ୍‌ ହସ୍ପିଟାଲ୍ ପଠାଇଛନ୍ତି । ଦୁର୍ଘଟଣାରେ ଷଣ୍ଢର ମୃତ୍ୟୁ ହୋଇଛି ।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.