ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ

Published By : Prameya | October 25, 2024 11:03 AM

ପୁରୀ,୨୫/୧୦: କୁମ୍ଭାରପଡ଼ା ଥାନା ଅଧୀନ ଏକ ଲଜ୍‌ରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା  ଅଭିଯୋଗ ହୋଇଛି । ଯୁବତୀଙ୍କୁ ଜଣେ ଯୁବକ ବିବାହ ପ୍ରଲୋଭନ ଦେଖାଇ  ଉକ୍ତ ଲଜ୍‌କୁ ଆଣିଥିଲେ । ସେଠାରେ  ଏକାନ୍ତରେ ବନ୍ଦ କୋଠରୀରେ ବସି କଥା ହେଉଥିବାବେଳେ ଯୁବକ କୁଆଡ଼େ ଛୁରି ଦେଖାଇ ତାଙ୍କୁ ଦୁଷ୍କର୍ମ କରିଥିଲେ ବୋଲି  ଯୁବତୀ ଥାନାରେ ଅଭିଯୋଗ କରିଛନ୍ତି ।  କିନ୍ତୁ ପରେ ବିବାହ କରିବାକୁ ଯୁବକ ମନା କରୁଛନ୍ତି । ଏନେଇ ଏତଲା ଦେବା ପରେ  ପୁଲିସ ମାମଲା ରୁଜୁ କରି ଉକ୍ତ ଲଜ୍‌ରେ ଚଢ଼ଉ କରିଛି । ଲଜ୍‌ର ରେଜିଷ୍ଟର୍‌  ନେଇ ତଦନ୍ତ ଆରମ୍ଭ କରିଛି ପୁଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.