ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଗୁରୁବାର ସମ୍ୱଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀରୁ ଅରୁପ ପଟ୍ଟନାୟକ ଭରିବେ ନାମାଙ୍କନ

ଭୁବନେଶ୍ବର ୦୨/୦୫: ଆଜି ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସେହିଭଳି ପୁରୀ ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ଅରୁପ ପଟ୍ଟନାୟକ।

ଭୁବନେଶ୍ୱର ‌ଲୋକସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଭରିବେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ 

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ । ମା ସମଲେଇଙ୍କ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବେ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । 

ସେହିଭଳି ପୁରୀ ଲୋକସଭା ଆସନରୁ ନାମାଙ୍କନ ଭରିବେ ଅରୁୁପ ପଟ୍ଟନାୟକ । ନାମାଙ୍କନ ବେଳେ ଶକ୍ତି ପ୍ରଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।

  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.