ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ପୁଣି ଆପାର୍ଟମେଣ୍ଟରେ ବୁଲିଲା କଳାକନା : ବଦ୍ରୀନାଥ ଯାଇଥିବା ବେଳେ ବରିଷ୍ଠ ନାଗରିକଙ୍କ ଘରୁ ଚୋରି

 ଭୁବନେଶ୍ବର,୧୪।୧୧ :  ପୁଣି ଆପାର୍ଟମେଣ୍ଟ ରେ ବୁଲିଲା କଳାକନା। ବଦ୍ରୀନାଥ ଯାଇଥିବା ବେଳେ ବରିଷ୍ଠ ନାଗରିକଙ୍କ ଘରୁ ଚୋରୀ। ଘର ଭିତରୁ ନେଇଗଲେ ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ଆସବାବପତ୍ର  ।ଭରତପୂର ଥାନା ଅଧୀନରେରେ ଥିବା ଶ୍ରୀକ୍ଷେତ୍ର  ଆପାର୍ଟମେଣ୍ଟ ରେ ଘଟଣା ଘଟିଛି।

ଭରତପୂର ଥାନା ଅଧୀନରେରେ ଥିବା ଶ୍ରୀକ୍ଷେତ୍ର  ଆପାର୍ଟମେଣ୍ଟରେ ତ୍ରିଲୋଚନ ଦାସ ରୁହନ୍ତି।  ସେ ବଦ୍ରିନାଥ ବୁଲିବାକୁ ଯାଇଥିବା ବେଳେ ଏହାର ସୁଯୋଗ ନେଇ ତାଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଚୋରି କରିଛନ୍ତି। ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ଆସବାବପତ୍ର  ଦୁର୍ବୃତ୍ତମାନେ ଚୋରି କରି ନେଇଛନ୍ତି। ତେବେ ତ୍ରିଲୋଚନ ବଦ୍ରିନାଥରୁ ଫେରିବା ପରେ ଏ ନେଇ ଭରତପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ସିସିଟିଭି ରେ ଚୋରୀ ବେଳର ଫୁଟେଜ କଏଦ ହୋଇଛି।  ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ତଦନ୍ତ କରୁଛି। 

ଆହୁରି ପଢନ୍ତୁ ; ଜୋତା ଗୋଦାମରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର ଜୋତା ନଷ୍ଟ, ଜଣେ ଗୁରୁତର

Copyright © 2022 - Summa Real Media Private Limited. All Rights Reserved.