ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପ୍ରଧାନ ଶିକ୍ଷକଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

Published By : Suraj Kumar | July 21, 2025 5:03 PM

ସାନଖେମୁଣ୍ଡି, ୨୧/୭:  ରବିବାର ବିଳମ୍ବିତ ରାତିରେ ପ୍ରଧାନ ଶିକ୍ଷକଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୁର୍ତ୍ତ। ତାଲା ଭାଙ୍ଗି ଆଲମାରୀ  ତାଡ଼ି ନେଇଗଲେ ସୁନା ଗହଣା ଓ ଟଙ୍କା।‌ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଖଣ୍ଡଦେଉଳି ଗାଁରେ ଏହି ଘଟଣା ଘଟିଛି। ପ୍ରଧାନ ଶିକ୍ଷକ ଟୁକୁନା ପ୍ରଧାନ ଓ ଅନ୍ୟ ଜଣଙ୍କ ଘରେ ଚୋରି ହୋଇଥିବା ଥାନାରେ ‌ ଅଭିଯୋଗ ହୋଇଛି। 

ପ୍ରଧାନ ଶିକ୍ଷକଙ୍କ ଘରୁ ପାଞ୍ଚ ଭରି ସୁନା ଅଳଙ୍କାର, ଟଙ୍କା ନେଇଯାଇଥିବା ବେଳେ ଅନ୍ୟ ଜଣଙ୍କ ଘରୁ ଆଠ ହଜାର ଟଙ୍କା ସହ   ଆସବାବପତ୍ର ନେଇଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏପରିକି ପ୍ରଧାନ ଶିକ୍ଷକଙ୍କ ମାଆ ସଜନି ପ୍ରଧାନଙ୍କ ବେକରୁ ଅଳଙ୍କାର କୌଶଳକ୍ରମେ ଛିଣ୍ଡାଇ ନେଇଛନ୍ତି। ଅଭିଯୋଗ ପରେ ପାଟପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.