ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ଧବଳେଶ୍ଵରଙ୍କ ପୀଠରେ ମାତିଛନ୍ତି ଲୁଟେରା, ମହିଳାଙ୍କ ବେକରୁ ଝାମ୍ପ ନେଲେ ସୁନାଚେନ୍

ଆଠଗଡ଼, ୨୦/୧୧ : ଧବଳେଶ୍ଵରଙ୍କ ପୀଠରେ ମାତିଛନ୍ତି ଲୁଟେରା। ମହିଳାଙ୍କ ବେକରୁ ଝାମ୍ପ ନେଲେ ସୁନାଚେନ୍। ଧାଡ଼ିରେ ଦର୍ଶନ ନିମନ୍ତେ ଯାଉଥିବା ବେଳେ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟ୍ ହୋଇଛି। 

ସୂଚନାନୁଯାୟୀ, ଧବଳେଶ୍ଵରଙ୍କ ପୀଠରେ ଧାଡ଼ିରେ ଦର୍ଶନ ନିମନ୍ତେ ଯାଉଥିବା ବେଳେ ୨ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟ୍ ହୋଇଛି। ଜଗତସିଂହପୁର କୋଷକଣା ଅଞ୍ଚଳରୁ ଜଣେ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟ୍ ହୋଇଥିବା ବେଳେ ଢ଼େଙ୍କାନାଳ ଇନ୍ଦିପୁର ଅଞ୍ଚଳର ଅନ୍ୟ ଜଣେ ମହିଳାଙ୍କ ବେକରୁ ଚେନ୍ ଲୁଟ୍ ହୋଇଛି। ଏହି ଘଟଣା ପରେ ପୋଲିସ ଛାନଭିନ୍ ଜାରି ରଖିଛି।




  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.