ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ବନ୍ଧୁକ ମୁନରେ ଟଙ୍କା ବାକ୍ସ ଲୁଟ୍, ଛାନଭିନ୍ ଜାରି

ଆଠଗଡ଼, ୧୩/୧୧ : ବନ୍ଧୁକ ମୁନରେ ଟଙ୍କା ବାକ୍ସ ଲୁଟ୍। ତିଗିରିଆ ଥାନା ଅଞ୍ଚଳରୁ ଟଙ୍କା ଲୁଟ ଘଟଣାରେ ପୋଲିସ ହାତ ଖାଲି କରି ବସିଥିବା ବେଳେ ପୁଣି ବନ୍ଧୁକ ମୁନରେ ଲୁଟ୍ ହୋଇଛି। ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକ ନଗର ସ୍ଥିତ ଫ୍ଲିପକ୍ଲାର୍ଟ ଅଫିସ୍ ରେ ଦୁଇ ଜଣ ମୁଖା ପିନ୍ଧା ଦୁବୃର୍ତ୍ତ ଏକ ବାଇକ୍ ଯୋଗେ ଆସି କାର୍ଯ୍ୟରତ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ କରି ଫେରାର୍ ହୋଇଯାଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଆଠଗଡ଼ SDPOଙ୍କ ସମେତ ଆଠଗଡ଼ ପୋଲିସ୍ ପହଞ୍ଚି ଛାନଭିନ୍ ଜାରି ରଖିଛି।


  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.