ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ବନ୍ଧୁକ ମୁନରେ ଟଙ୍କା ବାକ୍ସ ଲୁଟ୍, ଛାନଭିନ୍ ଜାରି

ଆଠଗଡ଼, ୧୩/୧୧ : ବନ୍ଧୁକ ମୁନରେ ଟଙ୍କା ବାକ୍ସ ଲୁଟ୍। ତିଗିରିଆ ଥାନା ଅଞ୍ଚଳରୁ ଟଙ୍କା ଲୁଟ ଘଟଣାରେ ପୋଲିସ ହାତ ଖାଲି କରି ବସିଥିବା ବେଳେ ପୁଣି ବନ୍ଧୁକ ମୁନରେ ଲୁଟ୍ ହୋଇଛି। ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକ ନଗର ସ୍ଥିତ ଫ୍ଲିପକ୍ଲାର୍ଟ ଅଫିସ୍ ରେ ଦୁଇ ଜଣ ମୁଖା ପିନ୍ଧା ଦୁବୃର୍ତ୍ତ ଏକ ବାଇକ୍ ଯୋଗେ ଆସି କାର୍ଯ୍ୟରତ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ କରି ଫେରାର୍ ହୋଇଯାଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଆଠଗଡ଼ SDPOଙ୍କ ସମେତ ଆଠଗଡ଼ ପୋଲିସ୍ ପହଞ୍ଚି ଛାନଭିନ୍ ଜାରି ରଖିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.