ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

କଟକରେ ବ୍ଲାଙ୍କ୍ ଫାଇରିଂ କରି ଲୁଟ୍, ନଗଦ ୨୫ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କଟକ, ୦୬/୦୯ : କମିସନରେଟ ପୁଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। କଟକରେ ବ୍ଲାଙ୍କ୍ ଫାଇରିଂ କରି ଲୁଟ୍। ସ୍ପଷ୍ଟ ଦିବାଲୋକରେ ୫ରୁ ୬ ଜଣ ଦୁର୍ବୃତ୍ତ ବାଇକରେ ଆସି ଜଣେ ଅଳଙ୍କାର ବ୍ୟବସାୟୀଙ୍କ ଠାରୁ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। 

ସୂଚନାନୁଯାୟୀ, କଟକ ମତ୍ତଗଜପୁର ଲେବୁଲ୍‌ କ୍ରସିଂ ନିକଟରେ ଜଣେ ବ୍ୟବସାୟୀଙ୍କ ଠାରୁ ଲୁଟ୍‌ ହୋଇଛି । ୫ରୁ ୬ ଜଣ ଦୁର୍ବୃତ୍ତ ବାଇକରେ ଆସି ବ୍ୟବସାୟୀଙ୍କ ଠାରୁ ୩ଟି ସୁନା ଚେନ୍, ବହୁ ରୁପା ଅଳଙ୍କାର ସହ ନଗଦ ୨୫ହଜାର ଟଙ୍କା ଚୋରି କରି ନେଇଛନ୍ତି। ଏହି ଘଟଣା କଟକ ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଖବର ପାଇ କନ୍ଦରପୁର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.