ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

କାର କାଚ ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୭୮ ହଜାର ଟଙ୍କା

Published By : Suraj Kumar | December 18, 2024 6:20 PM

ଦେବଗଡ,୧୮।୧୨ :  କାର କାଚ ଭାଙ୍ଗି ଟଙ୍କା ଲୁଟ। ଦେବଗଡ ବସଷ୍ଟାଣ୍ଡ ଅରବିନ୍ଦ ସ୍କୁଲ ସମ୍ମୁଖରୁ ଏକ କାର ର କାଚ ଭାଙ୍ଗି ୭୮ ହଜାର ଟଙ୍କା ବୁଧବାର ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଲୁଟର ଶିକାର ହୋଇଛନ୍ତି ଗୁଣ୍ଡିଆପାଲି ଗ୍ରାମ ର କେଶବ ପ୍ରଧାନ ।

ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ର କେଶବ ପ୍ରଧାନ ଦେବଗଡ ଆସି ଏକ୍ସିସ ବ୍ୟାଙ୍କରୁ ୭୮ ହଜାର ଟଙ୍କା ଉଠାଇଥିଲେ। ଉକ୍ତ ଟଙ୍କା କାରରେ ଧରି  ସେ ବସଷ୍ଟାଣ୍ଡକୁ ଆସିଥିଲେ। କାର ମଧ୍ୟରେ ଟଙ୍କା ବ୍ୟାଗ ରଖି ତାଲା ବନ୍ଦ କରି ଅନ୍ୟତ୍ର ଯାଇଥିଲେ। କାମ ସାରି ଫେରିବା ପରେ ସେ କାର  କାଚ ଭଙ୍ଗା ଯାଇଥିବା ଓ ଟଙ୍କା ବ୍ୟାଗ ନଥିବା ଦେଖିବାକୁ ପାଇଥିଲେ। ଏନେଇ କେଶବ ଦେବଗଡ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଦେବଗଡ ପୋଲିସ ଘଟଣାର ତଦନ୍ତ କରୁଛି।

ଆହୁରି ପଢନ୍ତୁ : ମହିଳା ଫାଇନାନ୍ସ କର୍ମଚାରୀଙ୍କ ବେକରେ କଟୁରୀ ଲଗାଇ ଲୁଟ୍

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.