ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ, ୨୩ରେ ନେବ ବାତ୍ୟା ରୂପ

Published By : Rasmita Pradhan | October 22, 2024 9:09 AM

ଭୁବନେଶ୍ଵର, ୨୨/୧୦ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ। କିଛି ସମୟ ପରେ ଏହା ଗଭୀର ଅବପାତ ରୂପ ନେବ। ଆସନ୍ତାକାଲି ସୁଦ୍ଧା ବାତ୍ୟା ରୂପ ନେବ। ୨୪ ରାତି କିମ୍ଵା ୨୫ ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। 

ଏହା ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଧୀରେଧୀରେ ସ୍ଥଳଭାଗ ମୁହାଁ ହେଉଛି। ସେହିପରି ଏହା ପଶ୍ଚିମବଙ୍ଗର ସାଗର ଦ୍ଵୀପ ଠାରୁ ୭୭୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ସେପଟେ ବାଂଲାଦେଶ କ୍ଷେପପୁର ଠାରୁ ୭୪୦ କିମି ଦୂରରେ ରହିଛି। ଏହା ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଧୀରେଧୀରେ ଗତି କରିବ ବୋଲି ସୂଚନା ମିଳିଛି। 

    

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.